ପ୍ରକାଶିତ 19:6 - ପବିତ୍ର ବାଇବଲ6 ତା'ପରେ ମୁଁ ଅନେକ ଲୋକମାନଙ୍କର ସ୍ୱର ଶୁଣିଲି। ଏହା ଜଳପ୍ରପାତର ଧ୍ୱନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସେମାନେ କହୁଥିଲେ: “ହାଲ୍ଲିଲୂୟା! ଆମ୍ଭମାନଙ୍କର ପ୍ରଭୁ ପରମେଶ୍ୱର ରାଜତ୍ୱ କରୁଛନ୍ତି। ସେ ସର୍ବଶକ୍ତିମାନ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ମୁଁ ମହାଜନତାର ଶଦ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ଵର ରାଜତ୍ଵ ଗ୍ରହଣ କରିଅଛନ୍ତି। Viz kapitolaଓଡିଆ ବାଇବେଲ6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)6 ସେହି ସମୟରେ ମୁଁ ଶୁଣିଲି, ସମୁଦ୍ର ଗର୍ଜନ ଓ ବଜ୍ରନାଦ ସହିତ ଜନତାର କଳଧ୍ୱନି ଭାସି ଆସୁଛି। ଜନତା ଆହୁରି ସ୍ତୁତି କରି କହୁଛନ୍ତି: “ଈଶ୍ୱରଙ୍କର ପ୍ରଶଂସା କର, କାରଣ ଆମ୍ଭର ପ୍ରଭୁ ମହାପରାକ୍ରାନ୍ତ ଈଶ୍ୱର, ସେହି କେବଳ ଆମର ରାଜା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁ ଜଳକଲ୍ଲୋଳ ଓ ଘୋର ମେଘଗର୍ଜ୍ଜନ ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, “ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ବର ରାଜତ୍ୱ ଗ୍ରହଣ କରିଅଛନ୍ତି। Viz kapitola |