ପ୍ରକାଶିତ 2:13 - ପବିତ୍ର ବାଇବଲ13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ'ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ। Viz kapitolaଓଡିଆ ବାଇବେଲ13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ । Viz kapitolaପବିତ୍ର ବାଇବଲ (CL) NT (BSI)13 ମୁଁ ଜାଣେ, ତୁମେ ଶୟତାନର ସିଂହାସନ ନିକଟରେ ବାସ କରୁଅଛ। କିନ୍ତୁ ତୁମେ ମୋ’ ପ୍ରତି ବିଶ୍ୱସ୍ତ, ଏପରି କି ଶୟତାନର ବାସସ୍ଥଳୀରେ ଯେତେବେଳେ ମୋର ଜଣେ ବିଶ୍ୱସ୍ତ ଦାସ ଆଣ୍ଟିପାସ୍ଙ୍କୁ ହତ୍ୟା କରାଗଲା, ସେତେବେଳେ ସୁଦ୍ଧା ତୁମର ବିଶ୍ୱାସ ପରିତ୍ୟାଗ କରି ନ ଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ। Viz kapitola |