ପ୍ରକାଶିତ 2:23 - ପବିତ୍ର ବାଇବଲ23 ମୁଁ ତା'ର ସନ୍ତାନମାନଙ୍କୁ ମଧ୍ୟ ମହାମାରୀ ଦ୍ୱାରା ବଧ କରିବି। ସେତେବେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଗ୍ଭର ଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରତ୍ୟେକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ। Viz kapitolaଓଡିଆ ବାଇବେଲ23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ । Viz kapitolaପବିତ୍ର ବାଇବଲ (CL) NT (BSI)23 ତାହାର ଅନୁଗାମୀମାନଙ୍କୁ ମଧ୍ୟ ହତ୍ୟା କରିବି। ତା’ହେଲେ, ମଣ୍ଡଳୀମାନେ ସମସ୍ତେ ଜାଣିପାରିବେ ଯେ; ମୁଁ ଅନ୍ତର୍ଯ୍ୟାମୀ, ମନୁଷ୍ୟର ସକଳ ଚିନ୍ତା ଓ କାମନା ମୁଁ ଜାଣିପାରେ। ତୁମେ ପ୍ରତ୍ୟେକେ ଯାହା କରିଅଛ, ସେହି ଅନୁସାରେ ମୁଁ ତୁମ୍ଭମାନଙ୍କୁ ପ୍ରତିଫଳ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ। Viz kapitola |