ପ୍ରକାଶିତ 2:26 - ପବିତ୍ର ବାଇବଲ26 “ଯେ ବିଜୟୀ ହୁଏ ଓ ଶେଷପର୍ଯ୍ୟନ୍ତ ମୋ’ ଇଚ୍ଛା ଅନୁଯାୟୀ କାର୍ଯ୍ୟରେ ଲାଗିରହେ, ମୁଁ ତାହାକୁ ଜାତିଗୁଡ଼ିକ ଉପରେ ଶାସନ କରିବାର ଶକ୍ତି ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Viz kapitolaଓଡିଆ ବାଇବେଲ26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Viz kapitolaପବିତ୍ର ବାଇବଲ (CL) NT (BSI)26 ଯେଉଁମାନେ ବିଜୟ ଲାଭ କରିବେ ଓ ଶେଷ ପର୍ଯ୍ୟନ୍ତ ମୋର ଇଚ୍ଛାନୁରୂପ କାର୍ଯ୍ୟ କରିବେ, ମୁଁ ପିତାଙ୍କ ନିକଟରୁ ଯେଉଁ କ୍ଷମତା ପାଇଅଛି, ତାହା ସେମାନଙ୍କୁ ପ୍ରଦାନ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ; Viz kapitola |