ପ୍ରକାଶିତ 20:13 - ପବିତ୍ର ବାଇବଲ13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। Viz kapitolaଓଡିଆ ବାଇବେଲ13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ସେହି ସମୟରେ ସମୁଦ୍ର ଗର୍ଭରେ ମୃତ ହୋଇଥିବା ବ୍ୟକ୍ତିମାନେ ଉଠି ଆସିଲେ। ମୃତ୍ୟୁପୁରୀରେ ଥିବା ମୃତ ବ୍ୟକ୍ତିମାନେ ମଧ୍ୟ ବାହାରି ଆସିଲେ। ସେମାନେ ସମସ୍ତେ ନିଜ ନିଜର କ୍ରିୟାକର୍ମ ଅନୁଯାୟୀ ବିଚାରିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। Viz kapitola |