ପ୍ରକାଶିତ 21:14 - ପବିତ୍ର ବାଇବଲ14 ନଗରୀର କାନ୍ଥସବୁ ବାରଟି ମୂଳଦୁଆ ପଥର ଉପରେ ଥିଲା। ସେହି ପଥର ଉପରେ ମେଷଶାବକଙ୍କର ବାରଜଣ ପ୍ରେରିତଙ୍କର ନାମ ଲେଖାଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେହି ନଗରୀର ପ୍ରାଚୀରର ଦ୍ଵାଦଶ ଭିତ୍ତିମୂଳ, ସେହିସବୁ ଉପରେ ମେଷଶାବକଙ୍କ ଦ୍ଵାଦଶ ପ୍ରେରିତଙ୍କ ଦ୍ଵାଦଶ ନାମ ଲିଖିତ ଅଛି। Viz kapitolaଓଡିଆ ବାଇବେଲ14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)14 ନଗରୀର ଏହି ପ୍ରାଚୀର, ଦ୍ୱାଦଶ ପ୍ରସ୍ତର ଭିତ୍ତିମୂଳ ଉପରେ ନିର୍ମିତ ହୋଇଥିଲା ଏବଂ ସେହି ଦ୍ୱାଦଶ ଭିତ୍ତିମୂଳ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତ ଶିଷ୍ୟଙ୍କର ନାମ ଲେଖା ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି। Viz kapitola |