ପ୍ରକାଶିତ 21:17 - ପବିତ୍ର ବାଇବଲ17 ସେ ଦୂତ କାନ୍ଥର ଉଚ୍ଚତା ମଧ୍ୟ ମାପିଲେ ଏହା 144 ହାତ ହେଲା। ଦୂତ ମନୁଷ୍ୟମାନଙ୍କ ଦ୍ୱାରା ବ୍ୟବହୃତ ମାନଦଣ୍ଡରେ ମାପିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣନୁସାରେ ଏକଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣାନୁସାରେ ମାପୁଥିଲେ। Viz kapitolaଓଡିଆ ବାଇବେଲ17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)17 ଦୂତ ପ୍ରାଚୀରର ଉଚ୍ଚତା ମଧ୍ୟ ମାପିଲେ। ତାହା ଷାଠିଏ ମିଟର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ। Viz kapitola |