ପ୍ରକାଶିତ 22:10 - ପବିତ୍ର ବାଇବଲ10 ତା'ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ। Viz kapitolaଓଡିଆ ବାଇବେଲ10 ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ । Viz kapitolaପବିତ୍ର ବାଇବଲ (CL) NT (BSI)10 ସେ ମୋତେ ପୁଣି କହିଲେ, “ଏହି ପୁସ୍ତକର ଭବିଷ୍ୟତ୍ବାଣୀଗୁଡ଼ିକ ଗୁପ୍ତ ରଖ ନାହିଁ, କାରଣ ଏ ସବୁ ବିଷୟ ଘଟିବାର ସମୟ ନିକଟ ହୋଇ ଆସିଲାଣି। ତେଣି ଏ କଥା ଜାଣି ଯେ ଯାହା ଇଚ୍ଛା, ତାହା କରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ। Viz kapitola |