ପ୍ରକାଶିତ 22:12 - ପବିତ୍ର ବାଇବଲ12 “ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି। Viz kapitolaଓଡିଆ ବାଇବେଲ12 ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)12 ଯୀଶୁ କହୁଛନ୍ତି, “ଶୁଣ! ମୁଁ ଶୀଘ୍ର ଆସୁଅଛି! ପ୍ରତ୍ୟେକଙ୍କୁ ନିଜ ନିଜ କାର୍ଯ୍ୟ ଅନୁସାରେ ଫଳ ଦେବା ପାଇଁ ମୁଁ ପୁରସ୍କାର ନେଇ ଆସିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି। Viz kapitola |