ପ୍ରକାଶିତ 22:14 - ପବିତ୍ର ବାଇବଲ14 “ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗରୀ ଭିତରକୁ ନଗରୀ ଦ୍ୱାର ଦେଇ ପ୍ରବେଶ କରି ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ଵାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରିଅଛନ୍ତି, ସେମାନେ ଧନ୍ୟ। Viz kapitolaଓଡିଆ ବାଇବେଲ14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)14 ଯେଉଁମାନେ ନିଜ ନିଜର ପୋଷାକ ଧୋଇ ପରିଷ୍କାର କରିଛନ୍ତି, ସେମାନେ ଭାଗ୍ୟବାନ। ଜୀବନବୃକ୍ଷର ଫଳ ଭୋଜନ କରିବାକୁ ଓ ଦ୍ୱାର ଦେଇ ନଗରୀ ମଧ୍ୟରେ ପ୍ରବେଶ କରିବାକୁ ସେମାନଙ୍କର ଅଧିକାର ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ। Viz kapitola |