ପ୍ରକାଶିତ 3:11 - ପବିତ୍ର ବାଇବଲ11 “ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତେବେ କେହି ତୁମ୍ଭର ମୁକୁଟ ହରଣ କରି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ। Viz kapitolaଓଡିଆ ବାଇବେଲ11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥି ନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ । Viz kapitolaପବିତ୍ର ବାଇବଲ (CL) NT (BSI)11 ମୁଁ ଶୀଘ୍ର ଆସୁଅଛି, ତୁମର ଯାହା ଅଛି, ତାହା ସୁରକ୍ଷା କର, ଯେପରି କେହି ତୁମ ନିକଟରୁ, ତୁମ ବିଜୟ ପୁରସ୍କାର ଅପହରଣ ନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ। Viz kapitola |