ପ୍ରକାଶିତ 3:4 - ପବିତ୍ର ବାଇବଲ4 “ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ। Viz kapitolaଓଡିଆ ବାଇବେଲ4 ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ । Viz kapitolaପବିତ୍ର ବାଇବଲ (CL) NT (BSI)4 ମାତ୍ର ସାର୍ଦ୍ଦିସ୍ରେ ତୁମମାନଙ୍କ ମଧ୍ୟରୁ ଅଳ୍ପ କେତେଜଣ ସେମାନଙ୍କର ପୋଷାକ ନିର୍ମଳ ରଖିଛନ୍ତି। ସେମାନେ ଶୁକ୍ଲ ବସ୍ତ୍ର ପରିଧାନ କରି ମୋ’ ସଙ୍ଗରେ ଗମନାଗମନ କରିବେ, କାରଣ ଏଥିପାଇଁ ସେମାନଙ୍କର ଯୋଗ୍ୟତା ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ। Viz kapitola |