Online Bible

- Reklamy -




ପ୍ରକାଶିତ 3:6 - ପବିତ୍ର ବାଇବଲ

6 ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।

Viz kapitola kopírovat

ଓଡିଆ ବାଇବେଲ

6 ମଣ୍ଡଳୀଗଣଙ୍କୁ ଆତ୍ମା କ'ଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 “ଶୁଣିବାକୁ କାନ ଥିଲେ, ମଣ୍ଡଳୀମାନଙ୍କୁ ପବିତ୍ରାତ୍ମା କଅଣ କହୁଛନ୍ତି, ମନ ଦେଇ ଶୁଣ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

Viz kapitola kopírovat




ପ୍ରକାଶିତ 3:6

Následuj nás:

Reklamy


Reklamy