ପ୍ରକାଶିତ 5:1 - ପବିତ୍ର ବାଇବଲ1 ତା'ପରେ ମୁଁ ସିଂହାସନରେ ବସିଥିବା ସେହି ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରେ ଗୋଟିଏ ଚର୍ମପତ୍ର ଥିବାର ଦେଖିଲି। ସେହି ଚର୍ମପତ୍ରଟିର ଉଭୟ ପଟେ ଲେଖା ହୋଇଥିଲା। ସେହି ଚର୍ମପତ୍ରଟି ସାତୋଟି ମୁଦ୍ରାରେ ବନ୍ଦ କରାଯାଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତତ୍ପରେ ମୁଁ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ଵରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। Viz kapitolaଓଡିଆ ବାଇବେଲ1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଗୋଟିଏ ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ । Viz kapitolaପବିତ୍ର ବାଇବଲ (CL) NT (BSI)1 ସିଂହାସନରେ ଉପବିଷ୍ଟ ବ୍ୟକ୍ତିଙ୍କ ହସ୍ତରେ ମୁଁ ଗୋଟିଏ ପ୍ରାଚୀନ ପାଣ୍ଡୁଲିପି ଦେଖିଲି; ତାହାର ଦୁଇ ପାଶ୍ୱର୍ରେ ଲେଖା ହୋଇଥିଲା ଓ ସାତଗୋଟି ମୋହରରେ ତାହା ମୁଦ୍ରାଙ୍କିତ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ। Viz kapitola |