ପ୍ରକାଶିତ 5:7 - ପବିତ୍ର ବାଇବଲ7 ସେହି ମେଷଶାବକ ସିଂହାସନରେ ବସିଥିବା ବ୍ୟକ୍ତିଙ୍କ ପାଖକୁ ଯାଇ ତାହାଙ୍କ ଦକ୍ଷିଣହସ୍ତରୁ ଚର୍ମପତ୍ର ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେ ଆସି ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ। Viz kapitolaଓଡିଆ ବାଇବେଲ7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ । Viz kapitolaପବିତ୍ର ବାଇବଲ (CL) NT (BSI)7 ମେଷଶାବକ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କ ନିକଟକୁ ଯାଇ ତାଙ୍କ ଡ଼ାହାଣ ହାତରୁ ପାଣ୍ଡୁଲିପିଟି ନେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ। Viz kapitola |