ପ୍ରକାଶିତ 6:12 - ପବିତ୍ର ବାଇବଲ12 ତା'ପରେ ମୁଁ ମେଷଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତେବେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ଯ୍ୟ ଲୋମରେ ତିଆରି ହୋଇଥିବା କଳାକମ୍ବଳ ପରି କଳାବର୍ଣ୍ଣ ହୋଇଗଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହାଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମନିର୍ମିତ କମ୍ଵଳ ପରି କୃଷ୍ଣବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତବର୍ଣ୍ଣ ହେଲା, Viz kapitolaଓଡିଆ ବାଇବେଲ12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଲୋମ ନିର୍ମିତ କମ୍ବଳ ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହେଲା, Viz kapitolaପବିତ୍ର ବାଇବଲ (CL) NT (BSI)12 ତା’ପରେ, ମୁଁ ଦେଖିଲି, ମେଷଶାବକ ଷଷ୍ଠ ମୋହର ଭାଙ୍ଗିଲେ; ତତ୍କ୍ଷଣାତ୍ ପ୍ରବଳ ଭୂମିକମ୍ପ ହେଲା। ସୂର୍ଯ୍ୟ କୃଷ୍ଣ ବର୍ଣ୍ଣର କମ୍ବଳ ପରି ଅନ୍ଧକାରମୟ ହେଲା ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା, Viz kapitola |