ପ୍ରକାଶିତ 6:9 - ପବିତ୍ର ବାଇବଲ9 ମେଷଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତେବେଳେ ମୁଁ ବେଦୀ ତଳେ କେତେକ ଆତ୍ମାକୁ ଦେଖିଲି। ପରମେଶ୍ୱରଙ୍କର ବାକ୍ୟ ପ୍ରତି ବିଶ୍ୱସ୍ତ ଥିବାରୁ ଓ ସେମାନେ ଦେଉଥିବା ସାକ୍ଷ୍ୟ ହେତୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସେଗୁଡ଼ିକ ହେଉଛି, ସେହି ଲୋକମାନଙ୍କର ଆତ୍ମା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦତ୍ତ ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି। Viz kapitolaଓଡିଆ ବାଇବେଲ9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି । Viz kapitolaପବିତ୍ର ବାଇବଲ (CL) NT (BSI)9 ତା’ପରେ, ମେଷଶାବକ ପଞ୍ଚମ ମୋହର ଭାଙ୍ଗିଲେ ଏବଂ ମୁଁ ଦେଖିଲି, ଏକ ବେଦୀ। ଈଶ୍ୱରଙ୍କ ବାକ୍ୟ ଘୋଷଣା କରି ସାକ୍ଷ୍ୟଦାନରେ ବିଶ୍ୱସ୍ତ ରହିଥିବା ଯୋଗୁଁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କର ଆତ୍ମାଗଣ ସେହି ବେଦୀ ତଳେ ସୁରକ୍ଷିତ ହୋଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି। Viz kapitola |