ପ୍ରକାଶିତ 7:16 - ପବିତ୍ର ବାଇବଲ16 ସେହି ଲୋକମାନେ ଆଉ କେବେ କ୍ଷୁଧିତ ହେବେ ନାହିଁ। ସେମାନେ କଦାପି ତୃଷାର୍ତ୍ତ ହେବେ ନାହିଁ। ସୂର୍ଯ୍ୟ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସେମାନଙ୍କୁ ଜାଳି ପାରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେମାନଙ୍କର ଆଉ କେବେହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ, Viz kapitolaଓଡିଆ ବାଇବେଲ16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ, ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ, Viz kapitolaପବିତ୍ର ବାଇବଲ (CL) NT (BSI)16 ସେମାନେ ଆଉ କଦାପି କ୍ଷୁଧିତ ହେବେ ନାହିଁ, ସୂର୍ଯ୍ୟତାପ କିଅବା ଅନ୍ୟ କୌଣସି ଉତ୍ତାପ ସେମାନଙ୍କୁ ଦଗ୍ଧ କରିପାରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ,” “ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ, Viz kapitola |