ପ୍ରକାଶିତ 8:1 - ପବିତ୍ର ବାଇବଲ1 ମେଷଶାବକ ସପ୍ତମ ମୁଦ୍ରା ଖୋଲିଲେ। ସେତେବେଳେ ସ୍ୱର୍ଗରେ ଅଧଘଣ୍ଟା ପର୍ଯ୍ୟନ୍ତ ନୀରବତା ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରାଣ ଭାଙ୍ଗିଲେ, ସେତେବେଳେ ସ୍ଵର୍ଗରେ ପ୍ରାୟ ଅର୍ଦ୍ଧ ଘଟିକା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା। Viz kapitolaଓଡିଆ ବାଇବେଲ1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)1 ମେଷଶାବକ ସପ୍ତମ ମୋହରଟି ଭାଙ୍ଗିବା କ୍ଷଣି ସ୍ୱର୍ଗରେ ପ୍ରାୟ ଅଧଘଣ୍ଟା ଯାଏ ସମ୍ପୂର୍ଣ୍ଣ ନିସ୍ତବ୍ଧତା ବିରାଜମାନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମେଷଶାବକ ଯେତେବେଳେ ସପ୍ତମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ସ୍ୱର୍ଗରେ ପ୍ରାୟ ଅଧ ଘଣ୍ଟା ପର୍ଯ୍ୟନ୍ତ ନୀରବତା ବିରାଜିତ ହେଲା। Viz kapitola |