ପ୍ରକାଶିତ 9:10 - ପବିତ୍ର ବାଇବଲ10 ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Viz kapitolaଓଡିଆ ବାଇବେଲ10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା । Viz kapitolaପବିତ୍ର ବାଇବଲ (CL) NT (BSI)10 କଙ୍କଡ଼ାବିଛା ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼ ଥିଲା। ସେହି ଲାଙ୍ଗୁଳରେ ପାଞ୍ଚ ମାସ ଯାଏ ଲୋକଙ୍କୁ ଆଘାତ କରିବା ପାଇଁ ସେମାନେ ଶକ୍ତି ପାଇଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Viz kapitola |