ପ୍ରକାଶିତ 9:2 - ପବିତ୍ର ବାଇବଲ2 ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲା ଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେ ସେହି ପାତାଳକୁଣ୍ତ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳ-କୁଣ୍ତର ଧୂମ ହେତୁ ସୂର୍ଯ୍ୟ ପୁଣି ଆକାଶ ଅନ୍ଧକାରାଚ୍ଛନ୍ନ ହେଲା। Viz kapitolaଓଡିଆ ବାଇବେଲ2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୁର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଛନ୍ନ ହେଲା । Viz kapitolaପବିତ୍ର ବାଇବଲ (CL) NT (BSI)2 ସେ ଆସି ପାତାଳର ଦ୍ୱାର ଖୋଳିଦେବା କ୍ଷଣି ଗୋଟିଏ ବୃହତ୍ ଭାଟିରୁ ବାହାରୁଥିବା ଧୂଆଁ ପରି ପାତାଳ କୁଣ୍ଡରୁ ଘନ ଧୂମ ନିର୍ଗତ ହେଲା ଓ ସେହି ଧୂଆଁ ହେତୁ ସୂର୍ଯ୍ୟ ଓ ଆକାଶ ଅନ୍ଧକାରାଚ୍ଛନ୍ନ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା। Viz kapitola |