ପ୍ରକାଶିତ 9:21 - ପବିତ୍ର ବାଇବଲ21 ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତ ପାପ କିମ୍ବା ଗ୍ଭେରି ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ ପରିବର୍ତ୍ତନ କଲେ ନାହିଁ। Viz kapitolaଓଡିଆ ବାଇବେଲ21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନପରିବର୍ତ୍ତନ କଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)21 ସେମାନେ ମନ ପରିବର୍ତ୍ତନ ନ କରି ନରହତ୍ୟା, ଗୁଣି ବିଦ୍ୟା, ଲମ୍ପଟାଚରଣ ଓ ଚୌର୍ଯ୍ୟ ବୃତ୍ତିରେ ଲିପ୍ତ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ। Viz kapitola |