ପ୍ରକାଶିତ 9:3 - ପବିତ୍ର ବାଇବଲ3 ଓ ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା। Viz kapitolaଓଡିଆ ବାଇବେଲ3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା । Viz kapitolaପବିତ୍ର ବାଇବଲ (CL) NT (BSI)3 ପୁଣି ସେହି ଧୂଆଁରୁ ପଙ୍ଗପାଳମାନେ ବାହାରି ପୃଥିବୀରେ ବ୍ୟାପିଗଲେ। ସେମାନେ କଙ୍କଡ଼ାବିଛା ପରି ସାଙ୍ଘାତିକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା। Viz kapitola |