ପ୍ରକାଶିତ 9:6 - ପବିତ୍ର ବାଇବଲ6 ସେହି ସମୟରେ ଲୋକମାନେ ମରଣ ଗ୍ଭହିଁବେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ଵେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ। Viz kapitolaଓଡିଆ ବାଇବେଲ6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେହି ସମୟ ଭିତରେ ଉତ୍ପୀଡ଼ିତ ଲୋକମାନେ ମୃତ୍ୟୁର ଅନ୍ୱେଷଣ କଲେ, କିନ୍ତୁ ପାଇଲେ ନାହିଁ। ସେମାନେ ମୃତ୍ୟୁ କାମନା କଲେ, ମାତ୍ର ମୃତ୍ୟୁ ସେମାନଙ୍କ ନିକଟରୁ ପଳାୟନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ। Viz kapitola |