ରୋମୀୟ 1:1 - ପବିତ୍ର ବାଇବଲ1 ଖ୍ରୀଷ୍ଟ ଯୀଶୁଙ୍କ ଜଣେ କ୍ରୀତଦାସ ପାଉଲଙ୍କଠାରୁ ନମସ୍କାର। ପରମେଶ୍ୱର ମୋତେ ତାହାଙ୍କର ପ୍ରେରିତ ଭାବରେ ଡାକିଲେ। ତାହାଙ୍କର ସୁସମାଗ୍ଭର ଲୋକମାନଙ୍କୁ କହିବା ପାଇଁ ମୁଁ ବଛା ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତଣଜଣେ ପ୍ରେରିତ, ପୁଣି ଈଶ୍ଵର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ଵନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ଵାରା ପୂର୍ବରେ ପ୍ରତିଜ୍ଞା କରିଥିଲେ , ସେହି ସୁସମାଚାର ନିମନ୍ତେ ପୃଥକୀକୃତ, Viz kapitolaଓଡିଆ ବାଇବେଲ1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ, Viz kapitolaପବିତ୍ର ବାଇବଲ (CL) NT (BSI)1 ଖ୍ରୀଷ୍ଟଯୀଶୁଙ୍କ ଦାସ ଓ ଈଶ୍ୱରପ୍ରଦତ୍ତ ସୁସମାଚାର ପ୍ରଚାର କରିବା ପାଇଁ ପ୍ରେରିତ ଶିଷ୍ୟରୂପେ ଆହୂତ ପାଉଲଙ୍କ ପତ୍ର: Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ବର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ, Viz kapitola |