ରୋମୀୟ 1:10 - ପବିତ୍ର ବାଇବଲ10 ପରମେଶ୍ୱର ଜାଣନ୍ତି ଯେ ଏହା ସତ୍ୟ। ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟରେ ସୁସମାଗ୍ଭର ଲୋକମାନଙ୍କୁ ଶୁଣାଇବା ଦ୍ୱାରା ମୁଁ ପରମେଶ୍ୱରଙ୍କୁ ମୋ’ ଅନ୍ତରର ସହ ଉପାସନା କରୁଛି। ମୁଁ ପ୍ରାର୍ଥନା କରେ ଯେ, ତୁମ୍ଭମାନଙ୍କ ପାଖକୁ ଯିବା ପାଇଁ ମୋତେ ଅନୁମତି ମିଳୁ। ପରମେଶ୍ୱର ଇଚ୍ଛା କଲେ ଏହା ସମ୍ଭବ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରି ଆସୁଅଛି, ସେ ବିଷୟରେ ଯେଉଁ ଈଶ୍ଵରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି। Viz kapitolaଓଡିଆ ବାଇବେଲ10 ଏଥି ନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ୱରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ପ୍ରାର୍ଥନା କରିବା ବେଳେ ମୁଁ ସର୍ବଦା ତୁମ୍ଭମାନଙ୍କୁ ସ୍ମରଣ କରେ ଏବଂ ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୋତେ ସୁଯୋଗ ଦେବାକୁ ଈଶ୍ୱରଙ୍କଠାରେ ନିବେଦନ କରି ଆସିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି। Viz kapitola |