ରୋମୀୟ 1:22 - ପବିତ୍ର ବାଇବଲ22 ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Viz kapitolaଓଡିଆ ବାଇବେଲ22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Viz kapitolaପବିତ୍ର ବାଇବଲ (CL) NT (BSI)22 ସେମାନେ ନିଜକୁ ଜ୍ଞାନୀ ମନେ କରନ୍ତି, କିନ୍ତୁ ପ୍ରକୃତରେ ସେମାନେ ମୂର୍ଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, Viz kapitola |