ରୋମୀୟ 1:6 - ପବିତ୍ର ବାଇବଲ6 ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ହେବା ପାଇଁ ଡକା ଯାଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ବିଜାତି ସମସ୍ତେ ଯେପରି ବିଶ୍ଵାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ। Viz kapitolaଓଡିଆ ବାଇବେଲ6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ରୋମର ଅଧିବାସୀ! ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଅନୁଗାମୀ ହେବା ପାଇଁ ଆହୂତ ହୋଇଅଚ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ। Viz kapitola |