ରୋମୀୟ 10:10 - ପବିତ୍ର ବାଇବଲ10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ। Viz kapitolaଓଡିଆ ବାଇବେଲ10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ । Viz kapitolaପବିତ୍ର ବାଇବଲ (CL) NT (BSI)10 ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇପାରୁ ଓ ମୁଖରେ ସ୍ୱୀକାର କରିବା ଦ୍ୱାରା ଆମ୍ଭେମାନେ ପରିତ୍ରାଣ ପାଇପାରୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ। Viz kapitola |