ରୋମୀୟ 10:2 - ପବିତ୍ର ବାଇବଲ2 ମୁଁ ବିଶ୍ୱାସ ପୂର୍ବକ ସେମାନଙ୍କ ବିଷୟରେ କହିପାରେ, ଯେ ସେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଅନୁକରଣ କରିବା ପାଇଁ ଗ୍ଭହାନ୍ତି କିନ୍ତୁ ଠିକ୍ ବାଟ ଜାଣନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ଈଶ୍ଵରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ। Viz kapitolaଓଡିଆ ବାଇବେଲ2 କାରଣ ଈଶ୍ୱରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ । Viz kapitolaପବିତ୍ର ବାଇବଲ (CL) NT (BSI)2 ଈଶ୍ୱରଙ୍କ ପ୍ରତି ସେମାନଙ୍କର ପ୍ରଗାଢ଼ ଭକ୍ତି ରହିଛି, କିନ୍ତୁ ସେହି ଭକ୍ତି ପ୍ରକୃତ ଜ୍ଞାନ ଉପରେ ଆଧାରିତ ନୁହେଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍ଯୋଗ ଜ୍ଞାନଯୁକ୍ତ ନୁହେଁ। Viz kapitola |