ରୋମୀୟ 11:10 - ପବିତ୍ର ବାଇବଲ10 ସେମାନଙ୍କର ଆଖି ସତ୍ୟକୁ ଦେଖି ନ ପାରିବା ପାଇଁ ବନ୍ଦ ହୋଇଯାଉ। ସର୍ବଦା ପାଇଁ ସେମାନଙ୍କର ଅଣ୍ଟା ନଇଁ ପଡ଼ୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜ କରି ରଖ। Viz kapitolaଓଡିଆ ବାଇବେଲ10 ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜା କରି ରଖ । Viz kapitolaପବିତ୍ର ବାଇବଲ (CL) NT (BSI)10 ସେମାନେ ଦୃଷ୍ଟିଶକ୍ତିହୀନ ହୋଇ କିଛି ଦେଖି ନ ପାରନ୍ତୁ। ଅନବରତ ଦୁଃଖ କଷ୍ଟ ଭୋଗି ଭୋଗି ସେମାନଙ୍କ ଅଣ୍ଟା ନଇଁ ଯାଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜା କରି ରଖ।” Viz kapitola |