ରୋମୀୟ 11:14 - ପବିତ୍ର ବାଇବଲ14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉଦ୍ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେପରି କୌଣସି ପ୍ରକାରେ ମୋହର ସ୍ଵଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ। Viz kapitolaଓଡିଆ ବାଇବେଲ14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ । Viz kapitolaପବିତ୍ର ବାଇବଲ (CL) NT (BSI)14 ଏଥିଦ୍ୱାରା ଯଦି ମୋ’ ସ୍ୱଜାତିର ଲୋକମାନଙ୍କୁ ଈର୍ଷାନ୍ୱିତ କରିପାରେ, ହୁଏତ ସେମାନଙ୍କ ମଧ୍ୟରୁ କେତେକଙ୍କୁ ରକ୍ଷା କରିପାରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରିପାରେ। Viz kapitola |