ରୋମୀୟ 11:27 - ପବିତ୍ର ବାଇବଲ27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ ଏହି ଚୁକ୍ତି କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ। Viz kapitolaଓଡିଆ ବାଇବେଲ27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)27 ସେମାନଙ୍କର ଅଧର୍ମ ଦୂର କରିବାବେଳେ ସେମାନଙ୍କ ସହିତ ଏହି ଚୁକ୍ତି କରିବୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ।” Viz kapitola |