ରୋମୀୟ 11:28 - ପବିତ୍ର ବାଇବଲ28 ଯିହୂଦୀମାନେ ସୁସମାଗ୍ଭର ଗ୍ରହଣ କରୁ ନ ଥିବାରୁ, ପରମେଶ୍ୱରଙ୍କ ଶତ୍ରୁ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ୟ ପରମେଶ୍ୱରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦେଇଥିବା ପ୍ରତିଜ୍ଞା ହେତୁ, ପରମେଶ୍ୱର ସେମାନଙ୍କୁ ଖୁବ୍ ଭଲ ପାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ପ୍ରିୟପାତ୍ର। Viz kapitolaଓଡିଆ ବାଇବେଲ28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର । Viz kapitolaପବିତ୍ର ବାଇବଲ (CL) NT (BSI)28 ତୁମ୍ଭମାନଙ୍କ ମଙ୍ଗଳାର୍ଥେ ଇହୁଦୀମାନେ ସୁସମାଚାରକୁ ପ୍ରତ୍ୟାଖ୍ୟାନ କରି ଈଶ୍ୱରଙ୍କ ଶତ୍ରୁ ହୋଇଛନ୍ତି। କିନ୍ତୁ ଈଶ୍ୱରଙ୍କ ଦ୍ୱାରା ମନୋନୀତ ହେବା ଦ୍ୱାରା ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଯୋଗୁଁ ସେମାନେ ଈଶ୍ୱରଙ୍କ ମିତ୍ର ହୋଇ ରହିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃ-ପୁରୁଷଙ୍କ ସକାଶେ ସେମାନେ ଈଶ୍ବରଙ୍କ ପ୍ରିୟପାତ୍ର। Viz kapitola |