ରୋମୀୟ 11:29 - ପବିତ୍ର ବାଇବଲ29 ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 କାରଣ, ଈଶ୍ଵରଙ୍କ ଦାନସମୂହ ଓ ଆହ୍ଵାନ ଅନ୍ୟଥା ହୁଏ ନାହିଁ। Viz kapitolaଓଡିଆ ବାଇବେଲ29 କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)29 ଈଶ୍ୱର ଯେଉଁମାନଙ୍କୁ ମନୋନୀତ କରି ଆଶୀର୍ବାଦ କରନ୍ତି, ସେମାନଙ୍କ ପାଇଁ ତାଙ୍କର ନିଷ୍ପତ୍ତିରେ ସେ ଅଟଳ ରହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ, ଈଶ୍ବରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ। Viz kapitola |