Online Bible

- Reklamy -




ରୋମୀୟ 11:33 - ପବିତ୍ର ବାଇବଲ

33 ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଆହା ! ଈଶ୍ଵରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀରଣ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ଅନନୁସନ୍ଧେୟ !

Viz kapitola kopírovat

ଓଡିଆ ବାଇବେଲ

33 ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

33 ଈଶ୍ୱରଙ୍କ ଐଶ୍ୱର୍ଯ୍ୟ କେଡ଼େ ପ୍ରଚୁର। ତାଙ୍କର ଜ୍ଞାନ ଓ ପ୍ରଜ୍ଞା କେଡ଼େ ଅସୀମ। ତାଙ୍କ ନିଷ୍ପତ୍ତିର ଯଥାର୍ଥତା କିଏ ବୁଝାଇବ? କିଏ ତାଙ୍କ ଗତିବିଧି ଜାଣିପାରିବ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆହା! ଈଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ!

Viz kapitola kopírovat




ରୋମୀୟ 11:33

Následuj nás:

Reklamy


Reklamy