ରୋମୀୟ 12:10 - ପବିତ୍ର ବାଇବଲ10 ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ସ୍ନେହଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; Viz kapitolaଓଡିଆ ବାଇବେଲ10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; Viz kapitolaପବିତ୍ର ବାଇବଲ (CL) NT (BSI)10 ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପ ଏକାରେକକୁ ପ୍ରେମ କର ଓ ଏକାରେକକୁ ସମ୍ମାନ ପ୍ରଦର୍ଶନ କରିବା ପାଇଁ ଉତ୍ସୁକ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; Viz kapitola |