ରୋମୀୟ 12:14 - ପବିତ୍ର ବାଇବଲ14 ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ। Viz kapitolaଓଡିଆ ବାଇବେଲ14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)14 ତୁମକୁ ଯେଉଁମାନେ ତାଡ଼ନା କରନ୍ତି, ସେମାନଙ୍କର କଲ୍ୟାଣ କରବା ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା କର। ସେମାନଙ୍କୁ ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ। Viz kapitola |