ରୋମୀୟ 12:15 - ପବିତ୍ର ବାଇବଲ15 ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର। Viz kapitolaଓଡିଆ ବାଇବେଲ15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର । Viz kapitolaପବିତ୍ର ବାଇବଲ (CL) NT (BSI)15 ସୁଖୀ ଲୋକମାନଙ୍କର ସହିତ ଆନନ୍ଦ କର, ଶୋକାର୍ତ୍ତମାନଙ୍କ ସହିତ ସମଦୁଃଖୀ ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର। Viz kapitola |