ରୋମୀୟ 12:21 - ପବିତ୍ର ବାଇବଲ21 ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର। Viz kapitolaଓଡିଆ ବାଇବେଲ21 କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର । Viz kapitolaପବିତ୍ର ବାଇବଲ (CL) NT (BSI)21 ଅସତ୍ ଦ୍ୱାରା ପରାଜିତ ହୁଅ ନାହିଁ- ସମସ୍ତ ଅସତ୍ ବିଷୟକୁ ସଦାଚରଣ ଦ୍ୱାରା ଜୟ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର। Viz kapitola |