Online Bible

- Reklamy -




ରୋମୀୟ 12:4 - ପବିତ୍ର ବାଇବଲ

4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ,

Viz kapitola kopírovat

ଓଡିଆ ବାଇବେଲ

4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ଆମ ଶରୀରରେ ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି ଏବଂ ପ୍ରତ୍ୟେକର କାର୍ଯ୍ୟ ସ୍ୱତନ୍ତ୍ର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ,

Viz kapitola kopírovat




ରୋମୀୟ 12:4

Následuj nás:

Reklamy


Reklamy