ରୋମୀୟ 12:5 - ପବିତ୍ର ବାଇବଲ5 ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେହିପରି ଅନେକ ଯେ ଆମ୍ଭେମାନେ, ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ। Viz kapitolaଓଡିଆ ବାଇବେଲ5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ । Viz kapitolaପବିତ୍ର ବାଇବଲ (CL) NT (BSI)5 ସେହିପରି ଆମେ ଅନେକ, କିନ୍ତୁ ସମସ୍ତେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ, ଆମେ ଏକ ଶରୀର ଏବଂ ଶରୀରର ଅଙ୍ଗପ୍ରତ୍ୟଙ୍ଗ ପରି ଆମେ ଏକାରେକ ସହିତ ସଂଲଗ୍ନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେହିପରି ଅନେକ ଯେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ। Viz kapitola |