ରୋମୀୟ 12:7 - ପବିତ୍ର ବାଇବଲ7 ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)7 କିମ୍ଵା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Viz kapitolaଓଡିଆ ବାଇବେଲ7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Viz kapitolaପବିତ୍ର ବାଇବଲ (CL) NT (BSI)7 ଯଦି ସେବା କରିବା ପାଇଁ ସେହି ଶକ୍ତି ପାଇଛୁ, ଆମେ ସେବା କରିବାକୁ ହେବ; ଶିକ୍ଷା ଦେବା ପାଇଁ ଶକ୍ତି ପାଇଥିଲେ, ଶିକ୍ଷା ଦେବାକୁ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; Viz kapitola |