ରୋମୀୟ 13:10 - ପବିତ୍ର ବାଇବଲ10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ। Viz kapitolaଓଡିଆ ବାଇବେଲ10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ । Viz kapitolaପବିତ୍ର ବାଇବଲ (CL) NT (BSI)10 ତୁମେ ଜଣକୁ ପ୍ରେମ କରୁଥିଲେ, ତା’ ପ୍ରତି କେବେ ଅନ୍ୟାୟ କରିବ ନାହିଁ। ତେଣୁ ପ୍ରେମ କରିବା ଦ୍ୱାରା ହିଁ ସମସ୍ତ ବ୍ୟବସ୍ଥା ପାଳନ କରାଯାଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ। Viz kapitola |