ରୋମୀୟ 13:12 - ପବିତ୍ର ବାଇବଲ12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। Viz kapitolaଓଡିଆ ବାଇବେଲ12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ । Viz kapitolaପବିତ୍ର ବାଇବଲ (CL) NT (BSI)12 ରାତ୍ରି ଶେଷ ହେଲାଣି, ଦିବସ ଆଗତପ୍ରାୟ। ଆସ, ଅନ୍ଧକାରର କାର୍ଯ୍ୟସବୁ ପରିତ୍ୟାଗ କରିବା ଓ ଆଲୋକରେ ଯୁଦ୍ଧ କରିବା ପାଇଁ ଉପଯୁକ୍ତ ସାଜ ପରିଧାନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। Viz kapitola |