ରୋମୀୟ 14:10 - ପବିତ୍ର ବାଇବଲ10 ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ଵା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ଵରଙ୍କ ବିଚାରାସନ ଛାମୁରେ ଠିଆ ହେବା। Viz kapitolaଓଡିଆ ବାଇବେଲ10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା । Viz kapitolaପବିତ୍ର ବାଇବଲ (CL) NT (BSI)10 ତେଣୁ ତୁମେ କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? ଆମେ ସମସ୍ତେ ବିଚାରିତ ହେବା ପାଇଁ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହେବାକୁ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା। Viz kapitola |