Online Bible

- Reklamy -




ରୋମୀୟ 14:13 - ପବିତ୍ର ବାଇବଲ

13 ତା'ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ଵା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।

Viz kapitola kopírovat

ଓଡିଆ ବାଇବେଲ

13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।

Viz kapitola kopírovat




ରୋମୀୟ 14:13

Následuj nás:

Reklamy


Reklamy