ରୋମୀୟ 14:14 - ପବିତ୍ର ବାଇବଲ14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି। Viz kapitolaଓଡିଆ ବାଇବେଲ14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି । Viz kapitolaପବିତ୍ର ବାଇବଲ (CL) NT (BSI)14 ଯୀଶୁଙକଠାରୁ ନିର୍ଦ୍ଦେଶ ପାଇ ନିଶ୍ଚିତଭାବେ କହୁଛି, କୌଣସି ଖାଦ୍ୟ ଅଶୁଚି ନୁହେଁ। କିନ୍ତୁ ଯଦି କେହି କୌଣସି ଖାଦ୍ୟ ଅଶୁଚି ବୋଲି ବିଶ୍ୱାସ କରେ, ତା’ ପାଇଁ ତାହା ଅଶୁଚି ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି। Viz kapitola |