Online Bible

- Reklamy -




ରୋମୀୟ 14:17 - ପବିତ୍ର ବାଇବଲ

17 ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 କାରଣ ଈଶ୍ଵରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।

Viz kapitola kopírovat

ଓଡିଆ ବାଇବେଲ

17 କାରଣ ଈଶ୍ୱରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ଈଶ୍ୱରଙ୍କ ରାଜ୍ୟର ବିଶେଷତ୍ୱ ଖାଦ୍ୟ ବା ପେୟ ନୁହେଁ। ତାହା ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରଦତ୍ତ ଧାର୍ମିକତା, ଶାନ୍ତି ଓ ଆନନ୍ଦ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।

Viz kapitola kopírovat




ରୋମୀୟ 14:17

Následuj nás:

Reklamy


Reklamy