ରୋମୀୟ 15:17 - ପବିତ୍ର ବାଇବଲ17 ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ଈଶ୍ଵରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। Viz kapitolaଓଡିଆ ବାଇବେଲ17 ଏଣୁ ଈଶ୍ୱରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି । Viz kapitolaପବିତ୍ର ବାଇବଲ (CL) NT (BSI)17 ଖ୍ରୀଷ୍ଟ ଯୀଶୁଙ୍କ ସହିତ ସମ୍ମିଳିତ ହୋଇ ଈଶ୍ୱରଙ୍କ ନିମନ୍ତେ ଏହି ସେବା କାର୍ଯ୍ୟ କରୁଥିବାରୁ ମୁଁ ଗର୍ବ ଅନୁଭବ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି। Viz kapitola |